Masthead

ଯଦି ୧୨ ବର୍ଷର ବାଜି ରାଉତ ଧମକାଇ ଦେଲା, ୬୨ ବର୍ଷର ଲୋକ କ’ଣ ପାରିବନି ?: ମହେଶ ସାହୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଢେଙ୍କାନାଳରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଲଢ଼ିବା ଚର୍ଚ୍ଚା ହେଉଛି । ଏନେଇ ପ୍ରତିକ୍ରିୟା ରଖିଛନ୍ତି ଢେଙ୍କାନାଳ ବିଜେଡି ସାଂସଦ ମହେଶ ସାହୁ । ସେ କହିଛନ୍ତି, ବିଜେଡି ପ୍ରସ୍ତୁତି କରୁଛି, ଧର୍ମେନ୍ଦ୍ର ଜଣେ ବ୍ୟକ୍ତି, ମୁଁ ବି ଜଣେ ବ୍ୟକ୍ତି। ଯଦି ୧୨ ବର୍ଷର ବାଜି ରାଉତ ଧମକାଇ ଦେଲା । ୬୨ ବର୍ଷର ଲୋକ କ’ଣ ପାରିବନି ? ୨୦୦୯ ରେ ଲଢ଼େଇ କରି ପରାସ୍ତ କରାଯାଇଥିଲା।୨୦୨୪ ରେ କ’ଣ ହେବ ଜଣାପଡ଼ିବ। ବିଜେଡି ସବୁବେଳେ ପ୍ରସ୍ତୁତ ରହିଛି, ଯିଏ ଆସିବ ଲଢ଼ିବାକୁ ପ୍ରସ୍ତୁତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏଲଆଇସି ଅଫିସରେ ଅଗ୍ନିକାଣ୍ଡ 🔴 ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର 🔴 ଆଗକୁ ବଢ଼ିପାରେ ତାତି 🔴 ଭିଡି ସତୀଶନ କେରଳମ ମୁଖ୍ୟମନ୍ତ୍ରୀ 🔴 ପବନରେ ଉଡ଼ିଗଲେ ବ୍ୟକ୍ତି! 🔴 ଭିଜିଲାନ୍ସ ଜାଲରେ ଡିଭିଜନ ଯନ୍ତ୍ରୀ 🔴 ଚିନି ରପ୍ତାନି ବନ୍ଦ କଲା ଭାରତ 🔴 ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ଆଶଙ୍କା 🔴 ବିଧାନସଭାରେ ବିଜୟଙ୍କ ବଡ଼ ବିଜୟ 🔴 ଟ୍ରକକୁ ଧକ୍କା ଦେଲା କାର୍ , ଦୁର୍ଘଟଣାରେ ଜଣେ ମୃତ 🔴 ଏଲଆଇସି ଅଫିସରେ ଅଗ୍ନିକାଣ୍ଡ 🔴 ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର 🔴 ଆଗକୁ ବଢ଼ିପାରେ ତାତି 🔴 ଭିଡି ସତୀଶନ କେରଳମ ମୁଖ୍ୟମନ୍ତ୍ରୀ 🔴 ପବନରେ ଉଡ଼ିଗଲେ ବ୍ୟକ୍ତି! 🔴 ଭିଜିଲାନ୍ସ ଜାଲରେ ଡିଭିଜନ ଯନ୍ତ୍ରୀ 🔴 ଚିନି ରପ୍ତାନି ବନ୍ଦ କଲା ଭାରତ 🔴 ବିଭିନ୍ନ ସ୍ଥାନରେ ଝଡ଼ ବର୍ଷା ଆଶଙ୍କା 🔴 ବିଧାନସଭାରେ ବିଜୟଙ୍କ ବଡ଼ ବିଜୟ 🔴 ଟ୍ରକକୁ ଧକ୍କା ଦେଲା କାର୍ , ଦୁର୍ଘଟଣାରେ ଜଣେ ମୃତ