Masthead

କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବୌଦ୍ଧ(ବଡ଼ ଖବର ବ୍ୟୁରୋ): କଏଦୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ବୌଦ୍ଧ ସ୍ୱତନ୍ତ୍ର ଉପ-କାରାଗାର ଶୌଚାଳୟରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି । ରାତି ଖାଇବା ପରେ ଶୌଚାଳୟ ଯାଇ ଆଉ ଫେରିନଥିଲେ କଏଦୀ । କିଛି ସମୟ ପରେ ଗାମୁଛାରେ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି ।

ମୃତ କଏଦୀ ଜଣଙ୍କ ହେଲେ ଜମଘାଟି ଗାଁର ରବୀନ୍ଦ୍ର ମେହେର । ରବୀନ୍ଦ୍ର ୨୦୧୫ରେ ପରିବାରର ୨ଜଣଙ୍କୁ ହତ୍ୟା କରି ଆଜୀବନ ସଜା କାଟୁଥିଲେ । ୨୦୧୭ରୁ ରବୀନ୍ଦ୍ରଙ୍କର ମାନସିକ ରୋଗ ପାଇଁ ଚିକିତ୍ସା ମଧ୍ୟ ଚାଲିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ