Masthead

ଡହଡହ ଖରାରେ କଲବଲ ହେବ ଓଡ଼ିଶା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଏଣିକି ବର୍ଷା ନୁହେଁ ହେବ ଖରା । ଆସନ୍ତା ୩ ଦିନ ଯାଏ ରାଜ୍ୟରେ ଲଗାତାର ବଢ଼ିବ ତାପମାତ୍ରା । ଅଧିକାଂଶ ସ୍ଥାନରେ ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ଯାଏ ବୃଦ୍ଧି ପାଇବ ପାରା । କିଛି ସ୍ଥାନରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଖରା ସହିତ ଅପରାହ୍ନରେ କାଳବୈଶାଖୀ ବର୍ଷା ହେବ ।

ଏଥିପାଇଁ ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାର ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବର୍ଷା ସମୟରେ ଘଣ୍ଟାପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବ । ସେପଟେ ୧୧ରୁ ପାଗରେ ଆସିବ ପରିବର୍ତ୍ତନ । କାଳବୈଶାଖୀ ପ୍ରଭାବ କମିବା ସହିତ ପଶ୍ଚିମରୁ ଶୁଷ୍କ ଓ ଉତ୍ତପ୍ତ ବାୟୁ ପ୍ରଭାବିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ