Masthead

ରାଜ୍ୟ କ୍ୟାବିନେଟ, ୧୦ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ବସିବ ରାଜ୍ୟ କ୍ୟାବିନେଟ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଜାପାନରୁ ଭର୍ଚୁଆଲରେ ଯୋଡ଼ିହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅପରାହ୍ନରେ ବସିବ ବୈଠକ। ୧୦ରୁ ଅଧିକ ପ୍ରସ୍ତାବ ଉପରେ ମୋହର ଲାଗିପାରେ । ଜାପାନ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ