Masthead

ସେକ୍ସ ରାକେଟ୍ ଠାବ, ୨ ଗିରଫ

ଢେଙ୍କାନାଳ(ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ କାଲଟେକ୍ସ ନିକଟରେ ଧରାପଡ଼ିଛି ସେକ୍ସ ରାକେଟ୍ । ଜଣକୁ ଗିରଫ କରିଛି ଟାଉନ ଥାନା ପୋଲିସ । ୨ ଯୁବତୀଙ୍କୁ ଉଦ୍ଧାର କରାଯାଇଛି । ଗୋଟିଏ କାର ଜବତ କରିଛି ପୋଲିସ । ଉଦ୍ଧାର ହୋଇଥିବା ଯୁବତୀ ଦ୍ୱୟ ବାଲେଶ୍ଵର ଅଞ୍ଚଳର। ଗତକାଲି ପୁଲିସର ଚଢ଼ାଉ ବେଳେ ସେଠାରେ ଥିବା ଗ୍ରାହକ ଖସି ପଳାଇଥିଲେ ବୋଲି ଜଣାପଡ଼ିଛି।

ଗିରଫ ବ୍ୟକ୍ତି ଜଣଙ୍କ ସ୍ଥାନୀୟ ଅଞ୍ଚଳର। ସେକ୍ସ ରାକେଟ ଚଲାଇବା ଅଭିଯୋଗରେ ଦୁଇ ବର୍ଷ ତଳେ ବି ସେ ଗିରଫ ହୋଇଥିଲେ। ତାଙ୍କ ପତ୍ନୀଙ୍କୁ ମଧ୍ୟ ପୁଲିସ୍ ଗିରଫ କରିଥିଲା। ତେବେ ଜେଲ୍‌ରୁ ବାହାରିବା ପରେ ପୁଣି ସେମାନେ ସେକ୍ସ ରାକେଟକୁ ସକ୍ରିୟ କରିଥିଲେ। ଏନେଇ ଅଧିକ ଖୋଳତାଡ଼ କରୁଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ