Masthead

ଆତଙ୍କୀଙ୍କ ପାଇଁ ନୂଆ ଅଭିଯାନ ‘ଅପରେସନ ଅଲଆଉଟ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆତଙ୍କବାଦୀଙ୍କୁ ନିପାତ କରିବା ପାଇଁ ପାକିସ୍ତାନ ଆରମ୍ଭ କରିବାକୁ ଯାଉଛି ଏକ ନୂଆ ଅଭିଯାନ । ଆତଙ୍କବାଦୀ ନିପାତ ଲାଗି ପାକ ସେନା ଖୁବଶୀଘ୍ର ଆରମ୍ଭ କରିବେ ‘ଅପରେସନ ଅଲଆଉଟ’ । ପ୍ରଧାନମନ୍ତ୍ରୀ ଶାହାବାଜ ଶରିଫଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ଜାତୀୟ ସୁରକ୍ଷା କମିଟି ବୈଠକରେ ଏହି ନିଷ୍ପତି ନିଆଯାଇଛି । ନିଷ୍ପତି ଅନୁସାରେ ପାକିସ୍ତାନରେ ନିଷିଦ୍ଧ ଆତଙ୍କୀ ସଂଗଠନ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଗତ ୩ ମାସରେ ପାକିସ୍ତାନର ବିଭିନ୍ନ ସ୍ଥାନରେ ଆତଙ୍କୀ ଆକ୍ରମଣ ଯୋଗୁଁ ୧୨୭ ଜଣ ପୋଲିସ ପ୍ରାଣ ହରାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ