Masthead

ହୋଡିଂ ଲଗାଇବା ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏଣିକି ରାଜଧାନୀର କୌଣସି ଛାତ ଉପରେ ଆଉ ରହିବନି ହୋର୍ଡିଂ । ଭୁବନେଶ୍ୱର ମହାନଗର ନିଗମ ନେଇଛି ନିଷ୍ପତ୍ତି । ପୂର୍ବରୁ ହୋର୍ଡିଂ ହଟାଇବା ପାଇଁ ବିଏମ୍‌ସି ପକ୍ଷରୁ ଅନେକ ଥର ନୋଟିସ ଜାରି କରାଯାଇଥôଲା । ହେଲେ ତାହା କାର୍ଯ୍ୟକାରୀ ହୋଇପାରିନାହିଁ। ଫଳରେ ଅସୁରକ୍ଷିତ ହୋର୍ଡିଂକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା।

କେବଳ ଏତିକି ନୁହେଁ, ଏହି ବେନିୟମ ହୋର୍ଡିଂ ଯୋଗୁ ବିଏମସିକୁ ମଧ୍ୟ ରାଜସ୍ୱ କ୍ଷତି ସହିବାକୁ ପଡୁଥିଲା। ହୋର୍ଡିଂ ହଟାଇବା ପାଇଁ ଏକ ଘରୋଇ ସଂସ୍ଥାକୁ ଦାୟିତ୍ୱ ଦିଆଯାଇଛି। କେବଳ ହୋର୍ଡିଂ ନୁହେଁ, ଘରର ଛାତ ଉପରେ ଲାଗିଥିବା ବେନିୟମ ଟାୱାର, ବିଦ୍ୟୁତ ଖୁଣ୍ଟ, ପ୍ରାଚୀରରେ ଲାଗୁଥିବା ବିଜ୍ଞାପନ ସହରର ସୌନ୍ଦର୍ଯ୍ୟ ନଷ୍ଟ କରୁଥିବାରୁ ବିଏମ୍‌ସି ପକ୍ଷରୁ ଏପରି କଡ଼ା ନିଷ୍ପତ୍ତି ନିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ