Masthead

୨୪ ଘଣ୍ଟାରେ ୫ ହଜାର ୩୫୭ ନୂଆ ସଂକ୍ରମିତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଉପରମୁହାଁ କରୋନା ଗ୍ରାଫ । ୨୪ ଘଣ୍ଟାରେ ଦେଶରେ ୫ ହଜାର ୩୫୭ ନୂଆ ସଂକ୍ରମିତ ଚିହ୍ନଟ । ଅଧିକାଂଶ ରାଜ୍ୟରେ କେସ୍ ବଢ଼ୁଥିବା ବେଳେ କିଛି ରାଜ୍ୟରେ ମାସ୍କ ବାଧ୍ୟତାମୂଳକ କରାଯାଇଛି । ସତର୍କ ରହିବା ସହ କୋଭିଡ୍ ପ୍ରୋଟୋକଲ ପାଳନ କରିବା ପାଇଁ ଜନସାଧାରଣଙ୍କୁ ଅପିଲ କରାଯାଇଥିବା ବେଳେ ସରକାରୀ ଓ ବେସରକାରୀ ହସ୍ପିଟାଲରେ ମକଡ୍ରିଲ ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପରାମର୍ଶ ଦେଇଛି ।

ସୋମବାର ଓ ମଙ୍ଗଳବାର ସାରା ଦେଶରେ ମକଡ୍ରିଲ କରାଯିବ । ଓମିକ୍ରମ ସବଭାରିଆଣ୍ଟ ଏକ୍ସବିବି୧ କୁ ନେଇ ସତର୍କ ରହିବାକୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପରାମର୍ଶ ଦେଇଥିବା ବେଳେ ଏହି ଭୂତାଣୁ ଅଧିକ କ୍ଷତିକାରକ ନୁହେଁ ବୋଲି ବିଶେଷଜ୍ଞ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି