Masthead

ଭୁଶୁଡ଼ିଲା ପାଚେରି, ନିମ୍ନମାନର କାମ ହୋଇଥିବା ଅଭିଯୋଗ

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁଶୁଡ଼ିଲା ରମାଦେବୀ ବିଶ୍ଵବିଦ୍ୟାଳୟ ପାଚେରି । ଜନପଥକୁ ଲାଗିଥିବା ପ୍ରାୟ ୧୦୦ ଫୁଟ ଲମ୍ବର ପାଚେରି ଭୁଶୁଡ଼ି ପଡ଼ିଛି । ମହାମହିମ ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଲକ୍ଷାଧିକ ଟଙ୍କାର ନବନିର୍ମିତ ପାଚେରି ଭୁଶୁଡ଼ି ପଡ଼ିଥିବା ସୂଚନା ମିଳିଛି। ଛାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ନିମ୍ନମାନର କାମ ପାଇଁ ଏଭଳି ହୋଇଥିବା ସ୍ଥାନୀୟ କର୍ପୋରେଟର ଅଭିଯୋଗ କରିଛନ୍ତି । ତେବେ ୨ ମାସ ପୂର୍ବେ ନିର୍ମାଣ ହୋଇଥିବା ପାଚେରି କିଭଳି ଭୁଶୁଡ଼ିଲା ତାକୁ ନେଇ ପ୍ରଶ୍ନ ଉଠିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା