Masthead

ଲିଗାଲ ଫଣ୍ଡିଂ ବାଦ ସାଢ଼େ ଚାରି ହଜାର କୋଟିର କଳା ଧନ ରଖିଛି ଦଳ: ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିଜେଡି ଦେଶରେ ଦ୍ୱିତୀୟ ଧନୀ ଆଞ୍ଚଳିକ ଦଳ । ବିଜେଡିର ଆୟ, ଅନ୍ୟ ୩୬ଟି ଆଞ୍ଚଳିକ ଦଳଙ୍କ ଆୟର ୨୫.୩୩ ପ୍ରତିଶତ ବୋଲି ଏଡିଆର୍ ରିପୋର୍ଟରେ ତଥ୍ୟ ପ୍ରକାଶ ପାଇଛି । ଏହି ପ୍ରସଙ୍ଗରେ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ । କହିଛନ୍ତି ଏଡ଼ିଆର ରିପୋର୍ଟ କେବଳ ସମୁଦ୍ରକୁ ଶଙ୍ଖେ ।

ଲିଗାଲ ଫଣ୍ଡିଂ ବାଦ ବିଜେଡ଼ି ସାଢ଼େ ଚାରି ହଜାର କୋଟିର କଳା ଧନ ରଖିଛି । ବେଆଇନ ଭାବେ ବିଭିନ୍ନ ସୂତ୍ରରୁ ଆଦାୟ ହୋଇଛି । ବିଶେଷ କରି ରାଜ୍ୟକୁ ବିଭିନ୍ନ ସ୍ତରରେ ଶୋଷଣ କରି ଏହି ଅର୍ଥ ମହଜୁଦ କରିଛି ବିଜେଡି । ଯାହାକୁ ବିଜେଡି ନିର୍ବାଚନ ରେ ବ୍ୟବହାର କରୁଛି । ଶିଳ୍ପ ସଂସ୍ଥା ମାନଙ୍କ ସହ ଚୁକ୍ତି ସ୍ୱାକ୍ଷର କଲା ବେଳେ ସେମାନଙ୍କୁ ଟଙ୍କା ଦେବା ପାଇଁ ଚାପ ପକା ଯାଉଥିବାରୁ ଓଡ଼ିଶାକୁ ଶିଳ୍ପାନୁଷ୍ଠାନ ଆସୁନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି