Masthead

ମେ’ ଶେଷ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମେ’ ଶେଷ ସୁଦ୍ଧା ପ୍ରକାଶ ପାଇପାରେ ଯୁକ୍ତ ଦୁଇ ପରୀକ୍ଷା ଫଳ । ଆସନ୍ତାକାଲି ଠାରୁ ପ୍ରଥମେ ପର୍ଯ୍ୟାୟ ଖାତା ଦେଖା ଆରମ୍ଭ ହୋଇ ଏପ୍ରିଲ ୨୩ ଯାଏ ଚାଲିବ । ଦ୍ଵିତୀୟ ପର୍ଯ୍ୟାୟ ଖତା ଦେଖା ମେ ୭ ରେ ସରିବ । ମେ’ ୭ ରେ ଖାତା ଦେଖା ସରିବା ପରେ ଟ୍ୟାବୁଲେସନ ପ୍ରକ୍ରିୟାକୁ ଯିବାରୁ ମେ’ ଶେଷ ସୁଦ୍ଧା ଫଳାଫଳ ପ୍ରକାଶ ପାଇବାର ସମ୍ଭାବନା ଥିବା ସୂଚନା ଦେଇଛନ୍ତି ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଚଳିତ ଥର ୬୫ ଟି ଅଫଲାଇନ ସେଣ୍ଟର ଓ ୩୯ଅନଲାଇନ ସେଣ୍ଟରରେ ଖାତା ଦେଖା ହେବ । ଖାତା ଦେଖାରେ ସହଯୋଗ କରୁଥିବାରୁ ଶିକ୍ଷକମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ସମୀର ରଞ୍ଜନ ଦାଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ