ଘରେ ପଶିଲେ, କଳାକନା ବୁଲାଇଲେ

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ମହିଳାଙ୍କୁ ବନ୍ଧୁକ ଦେଖାଇ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରୀ । ଜଗତସିଂହପୁର ଜିଲ୍ଲା ଏରସମା ଥାନା ଦେଇକା ଗ୍ରାମରେ ମହିଳାଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି । ଘଟଣାସ୍ଥଳରେ ଏରସମା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଘର ମାଲିକ ସନ୍ତୋଷ କୁମାର ବେହେରା ଘରେ ନଥିବା ବେଳେ ବିଳମ୍ବିତ ରାତିରେ ଘର ଭିତରେ ପଶିଥିଲେ।

ସ୍ତ୍ରୀ ଓ ଝିଅ ମୁଣ୍ଡରେ ବନ୍ଧୁକ ଲଗାଇ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ଗଡରେଜ ଭିତରେ ଥିବା ୪୦ ହଜାର ଟଙ୍କା ସହ ପାଖାପାଖି ୨୦ ଭରି ସୁନା ଅଳଙ୍କାର ଲୁଟି ନେଇଛନ୍ତି ଦୁର୍ବୃତ୍ତ। ଘଟଣାସ୍ଥଳରେ ଏରସମା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ