Masthead

ମହୁମାଛି ଆକ୍ରମଣରେ ୨ ପର୍ଯ୍ୟଟକ ଗୁରୁତର

ଲମତାପୁଟ(ବଡ଼ ଖବର ବ୍ୟୁରୋ): ମହୁ ମାଛି ଆକ୍ରମଣରେ ଦୁଇ ପର୍ୟ୍ୟଟକ ଗୁରୁତର। କୋରାପୁଟ ଜିଲ୍ଲା ଡୁଡୁମା ଜଳପ୍ରପାତରେ ମହୁମାଛି ଆକ୍ରମଣରେ ୨ ଜଣେ ପର୍ୟ୍ୟଟକ ଗୁରୁତର ହୋଇଛନ୍ତି । ତାଙ୍କୁ ଅନାକାଡେଲି ମେଡିକାଲରେ ଭତ୍ତର୍ତ୍ତି ହୋଇଥିବା ବେଳେ ପ୍ରାଥମିକ ଚିକିତ୍ସା ପରେ ଲମତାପୁଟ ଗୋଷ୍ଠୀ ସ୍ୱାସ୍ଥକେନ୍ଦ୍ରକୁ ପଠାଯାଇଛି । ଭୁବନେଶ୍ୱରରୁ ୫ ଜଣ ପର୍ୟ୍ୟଟକ ଡୁଡୁମା ବୁଲିବା ପାଇଁ ଆସିଥିଲେ । ବୁଲୁଥିବା ସମୟରେ ଅଚାନକ ମହୁମାଛି ଆକ୍ରମଣ କରିଥିଲା । ୩ଜଣ ଅଳ୍ପକେ ବତ୍ତର୍ତ୍ତି ଯାଇଥିବା ବେଳେ ୨ଜଣଙ୍କୁ ମହୁମାଛି ଆକ୍ରମଣ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି