Masthead

ମନମୋହନଙ୍କୁ ମୋଦିଙ୍କ ମନ୍ତ୍ର, ରାଜ୍ୟ ବିଜେପି ଉତ୍ସାହିତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ବିଜେପି ବେଶ୍ ଖୁସ୍ । ନୂଆ ରାଜ୍ୟ ସଭାପତି ସାଙ୍ଗକୁ କେନ୍ଦ୍ରୀୟ ନେତାଙ୍କ ଗୁରୁମନ୍ତ୍ର ଦଳୀୟ ନେତାଙ୍କୁ କରିଛି ଉତ୍ସାହିତ । ଲକ୍ଷ୍ୟ ୨୦୨୪ ନିର୍ବାଚନ । ତେଣେ ବିଜେଡି କହିଛି କିଛି ଫଋଳ ପଡିବନି । ଆଉ କଂଗ୍ରେସ କହିଛି କିଛି ଲାଭ ହେବନି ।  ଓଡ଼ିଶା ବିଜେପି ଖୁବ୍ ଉତ୍ସାହିତ । ଦିଲ୍ଲୀରୁ ଫେରି ରାଜ୍ୟରେ ସରକାର ଗଢ଼ିବା ନେଇ ଆହ୍ବାନ ଦେଇଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ । କହିଛନ୍ତି କେନ୍ଦ୍ର ନେତୃତ୍ୱ ସିରିୟସ୍ ଅଛନ୍ତି । ଓଡିଶାରେ ସରକାର କରିବା ପାଇଁ ସହଯୋଗ ଦେବେ ବୋଲି କେନ୍ଦ୍ରୀୟ ନେତାମାନେ ପ୍ରତିଶ୍ରୁତି ଦେଇଛନ୍ତି । କେନ୍ଦ୍ରରେ ପୁଣି ବିଜେପି ସରକାର କରିବ ।

ରାଜ୍ୟରେ ଡବଲ ଇଞ୍ଜିନ ସରକାର ଲକ୍ଷ୍ୟ । ୫୧ ପ୍ରତିଶତରୁ ଅଧିକ ଭୋଟ ପାଇଁ ଟାର୍ଗେଟ ରହିଛି । ୫୧ ପ୍ରତିଶତରୁ ଅଧିକ ଭୋଟ ମିଳିଲେ ସରକାର ହୋଇଯିବ । ବିଜେପିକୁ କ୍ଷମତାରୁ ରୋକିବା ପାଇଁ ବିଜେଡି ଅପପ୍ରଚାର କରୁଛି ।   ବିଜେଡି କହିଛି କିଛି ଫରକ ପଡିବ ନାହିଁ । ୨୦୨୪ ରେ ଦଳର ଭୋଟ ପ୍ରତିଶତ ବଢିବ । ମୁଖ୍ୟମନ୍ତ୍ରୀଙ୍କ ଉପରେ ଓଡ଼ିଶାବାସୀଙ୍କର ଭରସା ଅଛି । ପଞ୍ଚମ ଥର ଶାସନ କ୍ଷମତା ଦେଇଛନ୍ତି । ପ୍ରତିଥର ଅଧିକ ଭୋଟ ଦେଉଛନ୍ତି। ଷଷ୍ଠ ଥର ଭୋଟ ପ୍ରତିଶତ ଆହୁରି ବଢିବ। ସେପଟେ କଂଗ୍ରେସ କହିଛି ଆମେ ୯ରୁ ୯୦ ମିଶନରେ କାର୍ଯ୍ୟ କରୁଛୁ ।  ୨୦୨୪ ନିର୍ବାଚନ ପାଇଁ ବିଜେପି ଶିବିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ବିଜେଡି ସାମ୍ନା କରିବାକୁ ପୂର୍ଣ୍ଣ ପ୍ରସ୍ତୁତ । ତେଣେ କଂଗ୍ରେସରେ ଚାଲିଛି ମାନଓ ମନ୍ଥନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାମ୍ମୁ କାଶ୍ମୀରେ ସିଆରପିଏଫ ଯାନ ର୍ଦୁଘଟଣା ଗ୍ରସ୍ଥ : ୩ ଯବାନଙ୍କ ମୃତ,୧୬ ଯବାନ ଆହାତ 🔴 ଘରକୁ ଫେରୁଥିବା ବେଳେ ମହିଳାଙ୍କୁ ଦୁଷ୍କର୍ମ 🔴 ଥାନାର ଥାର୍ଡ଼ ଡିଗ୍ରୀ ଘଟଣା, ଆଇଆଇସିଙ୍କୁ କାରଣ ଦର୍ଶାଅ ନୋଟିସ୍ 🔴 6 ଘଣ୍ଟିଆ ପୁରୀ ବନ୍ଦ 🔴 ୩ ଦିନିଆ ଦିଲ୍ଲୀ ଗସ୍ତ ସାରି ଫେରିବେ ମୋହନ ମାଝୀ 🔴 ଡ୍ରଗ୍ସ କଣ୍ଟ୍ରୋଲର ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ନବ ଦାସ ହତ୍ୟାକାଣ୍ଡ, ଆଜି ସାକ୍ଷ୍ୟ ଗ୍ରହଣ 🔴 ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 🔴 ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା 🔴 ଶିକ୍ଷକ ବଦଳିକୁ ବିରୋଧ, ସ୍କୁଲ ଗେଟରେ ତାଲା 🔴 ଜାମ୍ମୁ କାଶ୍ମୀରେ ସିଆରପିଏଫ ଯାନ ର୍ଦୁଘଟଣା ଗ୍ରସ୍ଥ : ୩ ଯବାନଙ୍କ ମୃତ,୧୬ ଯବାନ ଆହାତ 🔴 ଘରକୁ ଫେରୁଥିବା ବେଳେ ମହିଳାଙ୍କୁ ଦୁଷ୍କର୍ମ 🔴 ଥାନାର ଥାର୍ଡ଼ ଡିଗ୍ରୀ ଘଟଣା, ଆଇଆଇସିଙ୍କୁ କାରଣ ଦର୍ଶାଅ ନୋଟିସ୍ 🔴 6 ଘଣ୍ଟିଆ ପୁରୀ ବନ୍ଦ 🔴 ୩ ଦିନିଆ ଦିଲ୍ଲୀ ଗସ୍ତ ସାରି ଫେରିବେ ମୋହନ ମାଝୀ 🔴 ଡ୍ରଗ୍ସ କଣ୍ଟ୍ରୋଲର ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ନବ ଦାସ ହତ୍ୟାକାଣ୍ଡ, ଆଜି ସାକ୍ଷ୍ୟ ଗ୍ରହଣ 🔴 ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 🔴 ସୋଭନା ମହାନ୍ତି ମହିଳା କମିଶନ ଅଧ୍ୟକ୍ଷା 🔴 ଶିକ୍ଷକ ବଦଳିକୁ ବିରୋଧ, ସ୍କୁଲ ଗେଟରେ ତାଲା