Masthead

ବଢ଼ୁଛି ସଂକ୍ରମଣ, ୨ଦିନିଆ କୋଭିଡ ମକଡ୍ରିଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜିଠୁ ସାରା ଦେଶରେ ୨ ଦିନିଆ କୋଭିଡ କମଡ୍ରିଲ । ଦେଶରେ କରୋନା ସଂକ୍ରମଣ ଉପରମୁହାଁ ହୋଇଛି । ଦିନକୁ ସଂକ୍ରମଣ ୫ହଜାର ଉପରେ ରହୁଛି । ଦିଲ୍ଲୀ, ମୁମ୍ବାଇ ସମେତ ୭ ରାଜ୍ୟରେ ସଂକ୍ରମଣ ବଢୁଛି । ତେଣୁ ଆଜିଠୁ ସାରା ଦେଶରେ ଥିବା କୋଭିଡ୍ ହସ୍ପିଟାଲରେ ମକଡ୍ରିଲ୍ ହେବ । ଦୁଇ ଦିନ ଧରି ଚାଲିବ ଏହି ମକଡ୍ରିଲ୍ । କୋଭିଡ ସଂକ୍ରମଣ ବଢୁଥିବା ଦେଖି କେନ୍ଦ୍ର ସରକାର କୋଭିଡ ପରିଚାଳନା ପାଇଁ ମକଡ୍ରିଲ୍ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଉଭୟ ସରକାରୀ ଓ ବେସରକାରୀ ହସ୍ପିଟାଲରେ ମକଡ୍ରିଲ ହେବ । ଗ୍ରାଫ ବଢୁଥିବାରୁ ହରିୟାଣା, କେରଳ ଓ ପୁଡୁଚେରୀରେ ମାସ୍କ ବାଧ୍ୟତାମୂଳକ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ