Masthead

ଆଜିଠୁ ଆରମ୍ଭ ହେବ +୨ ଖାତାଦେଖା

କଟକ(ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେବ +୨ ଖାତାଦେଖା । ପ୍ରଥମ ପର୍ଯ୍ୟାୟ ଖାତାଦେଖା ଆରମ୍ଭ ହୋଇ ଏପ୍ରିଲ ୨୩ରେ ସରିବ । ସେହିପରି ଦ୍ୱିତୀୟ ପର୍ଯ୍ୟାୟ ଖାତାଦେଖା ମେ’ ୭ ରେ ସରିବ । ଏହାପରେ ଆରମ୍ଭ ହେବ ଟେବୁଲେସନ । ମେ’ ଶେଷ ସୁଦ୍ଧା ଫଳାଫଳ ପ୍ରକାଶ ପାଇବା ସମ୍ଭାବନା ଥିବା ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

ଚଳିତ ଥର ୬୫ଟି ଅଫଲାଇନ ସେଣ୍ଟର ଓ ୩୯ଟି ଅନଲାଇନ ସେଣ୍ଟରରେ ଖାତାଦେଖା ହେବ । ଖାତା ଦେଖାରେ ପାଖାପାଖି ୧୫ ହଜାର ଅଧ୍ୟାପକ ଓ ଅଧ୍ୟାପିକା ସାମିଲ ହେବେ। ମୂଲ୍ୟାୟନ କେନ୍ଦ୍ର ଗୁଡିକ ମଧ୍ୟରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ କୁହାଯାଇଛି । କେନ୍ଦ୍ରକୁ ମୋବାଇଲ୍ ଓ ଅନ୍ୟ ବୈଦୁତିକ ସାମଗ୍ରୀ ଆଣିବା ଉପରେ କଟକଣା ଜାରି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା