ହାତୀ ଆକ୍ରମଣରେ ମହିଳା ମୃତ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଖୋର୍ଦ୍ଧା(ବଡ଼ ଖବର ବ୍ୟୁରୋ): ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର । ମର୍ଣ୍ଣିଂ ୱାକରେ ଯାଇଥିବା ବେଳେ ମହିଳାଙ୍କୁ ଦଳି ଦେଲା ହାତୀ । ଏଭଳି ଘଟଣା ଘଟିଛି ଖୋର୍ଦ୍ଧା ବାନାଞ୍ଚଳ ପାନବରଜ ଗାଁରେ । ମୃତ ମହିଳା ଜଣକ ସ୍ଥାନୀୟ ପାନବରଜ ଗାଁର କିରଣବାଳା ମାନ୍ଧାତା ବୋଲି ଜଣାପଡିଛି।

ଗୁରୁତର ହୋଇଥିବା ରମାମଣୀ ବେହେରାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଘଟଣା ସ୍ଥଳରେ ବନ ବିଭାଗ କର୍ମଚାରୀ କର୍ମଚାରୀ ଓ ସ୍ଥାନୀୟ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ସେପଟେ ମହିଳାଙ୍କ ଚିକିତ୍ସା ପାଇଁ କ୍ଷତିପୂରଣ ଦାବି କରି ରାସ୍ତାରୋକ କରିଛନ୍ତି ଗ୍ରାମବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ