Masthead

ସ୍ଵତନ୍ତ୍ର ଜିଲ୍ଲା ଘୋଷଣା ଦାବିରେ ବାମନଘାଟି ବନ୍ଦ

ବାରିପଦା(ବଡ଼ ଖବର ବ୍ୟୁରୋ): ଜିଲ୍ଲା ଘୋଷଣା ଦାବିରେ ୧୨ଘଣ୍ଟିଆ ବନ୍ଦ ଡାକରା । ବାମନଘାଟି ଉପଖଣ୍ଡରେ ରାଇରଙ୍ଗପୁରକୁ ସ୍ଵତନ୍ତ୍ର ଜିଲ୍ଲା ଘୋଷଣା ଦାବିରେ ଆଜି ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ରାଇରଙ୍ଗପୁର କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ୬ ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗାଡ଼ି ଚଳାଚଳ ସମ୍ପୂର୍ଣ ବନ୍ଦ ରହିଛି ।

ଦୋକାନ ବଜାର,ସ୍କୁଲ, କଲେଜ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିଥିବାର ଦେଖିବାକୁ ମିଳିଛି। ଆଜି ସକାଳୁ କମିଟିର ସଦସ୍ୟ ମାନେ ପିକେଟିଙ୍ଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର