Masthead

ରାଜଧାନୀରେ ଅସହ୍ୟ ତାତି, ଦିନ ସାଢେ ୧୧ଟାରେ ୩୭ ଡିଗ୍ରୀ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ରାଜଧାନୀରେ ଅସହ୍ୟ ତାତି ।ଦିନ ସାଢେ ୧୧ଟାରେ ୩୭ ଡିଗ୍ରୀ ତାପମାତ୍ରା । ୫ ସହରର ତାପମାତ୍ରା ୩୬ ଡିଗ୍ରୀ ଉପରେ ରହିଛି । ଉପକୂଳ ଓଡ଼ିଶା ସମେତ ଉତର ଓ ଦକ୍ଷିଣ ଓଡ଼ିଶାରେ ତାପମାତ୍ରା ବଢିବାରେ ଲାଗିଛି । ସକାଳୁ ପ୍ରବଳ ତାତି ଅନୁଭୁତ ହେଉଛି । କାଲିଠୁ ତାପମାତ୍ରାରେ ବୃଦ୍ଧି ପାଇବା ସହ ଏହି ଭଳି ପାଗ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଜଣାଯାଇଛି ।

ରାଜଧାନୀରେ ସକାଳ ସାଢ଼େ ୮ଟାରେ ୩୧ ଡିଗ୍ରୀ ତାପମାତ୍ରା ରେକର୍ଡ଼ ହୋଇଛି । ତେବେ ଆଜି ଦିନ ୧୧ଟା ୩୦ ସୁଦ୍ଧା ଭୁବନେଶ୍ୱରରେ ୩୭.୨ ଡିଗ୍ରୀ, ଝାରସୁଗୁଡ଼ାରେ ୩୭.୨ ଡିଗ୍ରୀ , ଚାନ୍ଦବାଲିରେ ୩୭ ଡିଗ୍ରୀ , ବାଲେଶ୍ୱରରେ ୩୬ ଡିଗ୍ରୀ ଥିବା ବେଳେ ସମ୍ବଲପୁରରେ ୩୬ ଡିଗ୍ରୀ ରହିଛି । ତା ସହିତ ଗୋପାଳପୁରରେ ୩୫ ଡିଗ୍ରୀ , ପୁରୀରେ ତାପମାତ୍ରା ୩୪ ଡିଗ୍ରୀ ରହିଥିଲା । ଆଗକୁ ଆହୁରି ତାତି ବଢିବା ନେଇ ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?