Masthead

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ, କାଲିଠୁ ସକାଳୁଆ ସ୍କୁଲ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): କାଲିଠୁ ସକାଳୁଆ ସ୍କୁଲ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠୁ ସକାଳୁଆ ସ୍କୁଲ ନିଷ୍ପତ୍ତି ନିଆଯାଇଛି । ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠୁ ସକାଳୁଆ ସ୍କୁଲ ହେବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କର ହେବ ସକାଳୁଆ କ୍ଲାସ୍।

ସକାଳ ୭ରୁ ୧୧ଟା ୩୦ ଯାଏ ହେବ ମର୍ଣ୍ଣିଂ କ୍ଲାସ୍। ସ୍କୁଲରେ ପାଣି ବ୍ୟବସ୍ଥା, ଓଆରଏସର ବ୍ୟବସ୍ଥା କରାଯିବ। ସେହିପରି ହିଟୱେଭ୍ ହେଲେ ପଦକ୍ଷେପ ନିଆଯିବ ବୋଲି ପ୍ରାଥମିକ ଶିକ୍ଷା ବିଭାଗ ନିର୍ଦ୍ଦେଶକ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ