Masthead

ରାଜ୍ୟରେ କେତେ ଅଛନ୍ତି ନକଲି ଶିକ୍ଷକ? ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କେତେ ଅଛନ୍ତି ନକଲି ଶିକ୍ଷକ। ଦୁଇ ଦିନ ଭିତରେ ରିପୋର୍ଟ ଦେବେ ବିଇଓ ଓ ଡିଇଓ । ରିପୋର୍ଟ ପାଇବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପ୍ରାଥମିକ ଶିକ୍ଷା ବିଭାଗ ନିର୍ଦ୍ଦେଶକ। ଜାତି, ଜନ୍ମ ଓ ଶିକ୍ଷାଗତ ସାର୍ଟିଫିକେଟ୍ ଜାଲିଆତି କରିଥିବା ୩୦୦ ଶିକ୍ଷକଙ୍କୁ ଚିହ୍ନଟ କରାଯାଇଛି।

ଏନେଇ ସମସ୍ତଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ ଏଫଆଇଆର ହୋଇଛି। ନକଲି ଶିକ୍ଷକଙ୍କୁ ଧରିବାକୁ କ’ଣ ଉପାୟ ଅବଲମ୍ବନ କରିବେ ସେନେଇ ସରକାର ବିଇଓ ଓ ଡିଇଓଙ୍କୁ ଏସଓପି ଜାରି କରିଛନ୍ତି। କିଛି ନକଲି ଶିକ୍ଷକ ଚାକିରିରୁ ବହିଷ୍କାର ହୋଇଥିବା ବେଳେ କିଛି ଗିରଫ ବି ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼