Masthead

ଅସୁରକ୍ଷିତ ଗଜରାଜ

କୋଇଡ଼ା (ବଡ଼ ଖବର ବ୍ୟୁରୋ): ପୁଣି ଏକ ହାତୀ ଛୁଆ ମୃତ୍ୟୁ । ସୁନ୍ଦରଗଡ଼ ଜିଲ୍ଲା କୋଇଡା ଫରେଷ୍ଟ ରେଞ୍ଜ କୁସୁମୁଡ଼ି ଗାଁ ନିକଟରେ ହାତୀ ଛୁଆର ମୃତୁ ଦେହ ଠାବ । ମୃତ ହାତୀ ଛୁଆ ନିକଟରେ ଜଗିରହିଛି ମା ହାତୀ । ଆଖି ଆଗରେ ଛୁଆର ମୃତଦେହ ପଡ଼ିଥିବା ବେଳେ ଏହାକୁ ସହଜେ ଗ୍ରହଣ କରିପାରୁନି ମା’ ହାତୀ। ଛୁଆ ହାତୀଟି ପ୍ରାୟ ୧୫ ଦିନ ହେବ ଅସୁସ୍ଥ ହୋଇ ପଡ଼ିଥିଲା।

ବନ ବିଭାଗ ପକ୍ଷରୁ ଚିକିତ୍ସା ପରେ ଜଙ୍ଗଲରେ ଛାଡି ଦିଆଯାଇଥିଲା । ଆଜି ହାତୀ ଛୁଆର ମୃତଦେହ ମିଳିଛି । ତେବେ ଚିକିତ୍ସା କରାଯିବା ପରେ ବନ ବିଭାଗ ପକ୍ଷରୁ ହାତୀ ଛୁଆଟି ଉପରେ ନିୟମିତ ଭାବେ ନଜର ରଖାଯାଇଥିଲା ନା ନାହିଁ ସେ ସମ୍ପର୍କରେ କିଛି ସୂଚନା ମିଳିନି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି