Masthead

ରାଜମାତାଙ୍କ ନାମରେ ମୁଦ୍ରା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଗୋୱାଲିୟର ରାଜମାତା ବିଜୟରାଜ ସିନ୍ଧିଆଙ୍କ ଜନ୍ମ ବାର୍ଷିକୀରେ ସ୍ୱତନ୍ତ୍ର ମୁଦ୍ରା ପ୍ରଚଳନ କରାଯିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଏହି ମୁଦ୍ରା ଉନ୍ମୋଚନ କରିବେ। ରାଜମାତା ବିଜୟରାଜ ସିନ୍ଧିଆଙ୍କ ୧୦୦ ତମ ଜନ୍ମ ବାର୍ଷିକୀରେ ୧୦୦ ଟଙ୍କିଆ ମୁଦ୍ରା ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ । ରାଜମାତାଙ୍କ ଝିଅ ତଥା ମଧ୍ୟପ୍ରଦେଶର କ୍ୟାବିନେଟ ମନ୍ତ୍ରୀ ଯଶୋଦା ରାଜେ ସିନ୍ଧିଆ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ