Masthead

ଅମ୍ରିତପାଲ ସହଯୋଗୀ ପପଲପ୍ରୀତ ଗିରଫ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପଞ୍ଜାବ ପୋଲିସକୁ ବଡ ସଫଳତା । ଅମ୍ରିତପାଲ ସହଯୋଗୀ ପପଲପ୍ରୀତ ଗିରଫ ହୋଇଛି । ଖାଲିସ୍ତାନୀ ସମର୍ଥକ ଅମ୍ରିତପାଲ ସିଂଙ୍କ ଘନିଷ୍ଠ ସହଯୋଗୀ ହେଉଛି ପପଲପ୍ରୀତ ସିଂ । ସେପଟେ ମାର୍ଚ୍ଚ ୧୮ରୁ ଫେରାର ଥିବା ଅମ୍ରିତପାଲଙ୍କୁ ପୋଲିସ ଖୋଜୁଛି। ପଞ୍ଜାବ ପୋଲିସ ସ୍ପେଶାଲ ସେଲ ସହାୟତାରେ ଏକ ବଡ ଅପରେସନ କରାଯାଇ ପପଲପ୍ରୀତଙ୍କୁ ଗିରଫ କରାଯାଇଛି। ଗିରଫ ପରେ ପପଲପ୍ରୀତଙ୍କୁ କଡ଼ା ସୁରକ୍ଷାବଳୟ ମଧ୍ୟରେ ପଞ୍ଜାବ ପୋଲିସ ମୁଖ୍ୟାଳୟକୁ ଅଣାଯାଇଛି । ପୋଲିସ ଟିମ ସମେତ ଅନ୍ୟ ଏଜେନ୍ସି ମଧ୍ୟ କ୍ରମାଗତ ଭାବରେ ଅମୃତପାଲଙ୍କୁ ଖୋଜୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ