Masthead

ବିଜେପି ନେତାଙ୍କୁ ଭୁଜାଲି ମାଡ଼

ସୋର(ବଡ଼ ଖବର ବ୍ୟୁରୋ): ବିଜେପି ନେତାଙ୍କୁ ଭୁଜାଲି ମାଡ଼ । ମର୍ଣ୍ଣିଂୱାର୍କରେ ଯାଉଥିବା ବେଳେ ଭୁଜାଲି ମାଡ଼ ହୋଇଛି । ଦୁର୍ବୃତ୍ତଙ୍କ ଭୁଜାଲି ଆକ୍ରମଣରେ ଶିକାର ହୋଇଥିବା ବିଜେପି ନେତା ସୋର ନଗର ସମ୍ପାଦକ ଲୋକନାଥ ରାଉତ ଓରଫ କାଳିଆ । ଆକ୍ରମଣ କରି ଦୁର୍ବୁତ୍ତମାନେ ଫେରାର ଅଛନ୍ତି । ଗୁରୁତର ଲୋକନାଥଙ୍କୁ ପ୍ରଥମେ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ଗୁରୁତର ହେବାରୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନା କୁ ସ୍ଥାନାନ୍ତର କରାଯାଇଛି । ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ପୋଲିସ ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ୩ ଦିନ ପ୍ରବଳ ବର୍ଷିବ 🔴 ଓଏଏସ୍ ଓ ଓଆରଏସଙ୍କ ଛୁଟି