Masthead

ଭୁବନେଶ୍ୱରରେ ଆତଙ୍କ, ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ଆତଙ୍କ । କପିଳେଶ୍ୱର ଅଞ୍ଚଳରେ ବୁଲିଲା ଖଣ୍ଡା । ସରୋଜ ତ୍ରିପାଠୀ ନାମକ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ସରୋଜଙ୍କ ଘର କପିଳେଶ୍ୱର ଭିମକୁଣ୍ଡ ମନ୍ଦିର ନିକଟରେ । ସରୋଜଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୂର୍ବ ଶତ୍ରୁତାରୁ ସରୋଜଙ୍କୁ ଖଣ୍ଡାରେ ହଣାଯାଇଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ଲିଙ୍ଗରାଜ ଥାନା ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା