Masthead

ଜାପାନ ହେବ ଓଡ଼ିଶାର ବିଜିନେସ ପାର୍ଟନର: ପ୍ରତାପ ଦେବ

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ): ଜାପାନରୁ ବିଜିନେସ ମିଟର ବଡ ସଫଳତା ମିଳିଛି । ଦେଶର୍ ସର୍ଵ ବୃହତମ ଷ୍ଟିଲ ପ୍ଲାଣ୍ଟ ହେବ ଓଡ଼ିଶାରେ । ମୁଖ୍ୟମନ୍ତ୍ରୀ ଓ ଟିମ୍ ନିପନ ଷ୍ଟିଲ ବୁଲି ଦେଖିଛନ୍ତି । ୯ଦିନ ଜାାନ ଗସ୍ତର ବେଶ୍ ସଫଳ ମିଳିଛି । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟରେ ଶିଳ୍ପାୟନ ଆଗେଇବ । ଜାପାନ ହେବ ଓଡ଼ିଶାର ବିଜିନେସ ପାଟନର୍ । ମେଟାଲ ଶିଳ୍ପକୁ ଫୋକସ କରାଯାଇଛି । ୩୦ନିୟୁତ ମେଟ୍ରିକ୍ ଟନ୍ ନିପନ ଷ୍ଟିଲ ପ୍ଲାଣ୍ଟ ଓଡ଼ିଶାରେ ଉତ୍ପାଦନ କରିବ ।

ଉଦ୍ୟୋଗୀମାନେ ପାୱାର ପ୍ଲାଣ୍ଟ ପାଇଁ ଗ୍ରୀନ ନିମୋନିଆ ବ୍ୟବହାର ଉପରେ ଗୁରୁତ୍ୱ ଦେଇଛନ୍ତି । ଜାହାଜ ପରିଚାଳନା ହବ ଓଡ଼ିଶାରେ କରିବାକୁ ଜାପାନ ଆଗ୍ରହ ପ୍ରକାଶ କରିଛି । ପୂର୍ବରୁ ପ୍ରଥମ ପର୍ୟ୍ୟାୟରେ ଜାପାନ ସହ ଆଲୋଚନା ହୋଇଛି । ଖୁବଶୀଘ୍ର ଜାପାନ ପ୍ରତିନିଧି ଦଳ ଓଡ଼ିଶା ଆସିବେ । ସେମାନେ କ୍ଷେତ୍ର ପରିଦର୍ଶନ କରିବେ । ଆମେ ମଧ୍ୟ ସେମାନଙ୍କୁ ନିମନ୍ତ୍ରଣ କରିଛୁ ବୋଲି ଶିଳ୍ପମନ୍ତ୍ରୀ ପ୍ରତାପ ଦେବ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼