Masthead

ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ): ଅର୍ଚ୍ଚନା ନାଗକୁ ମିଳିଲା ଜାମିନ । ସର୍ତ୍ତ ମୂଳକ ଜାମିନ ମଞ୍ଜୁର କଲେ ହାଇକୋର୍ଟ । ହନିଟ୍ରାପ ମାମଲାରେ ଗିରଫ ହୋଇ ଜେଲରେ ଥିବା ଅର୍ଚ୍ଚନା ନାଗଙ୍କୁ ହାଇକୋର୍ଟ ଜାମିନ ମଞ୍ଜୁର କରିଛନ୍ତି । ଫିଲ୍ମ ପ୍ରଯୋଜନ ଅକ୍ଷୟ ପରିଜାଙ୍କ ପକ୍ଷରୁ ନୟାପଲ୍ଲୀ ଥାନାରେ ରୁଜୁ ହୋଇଥିବା ମାମଲାରେ ଅର୍ଚ୍ଚନାଙ୍କୁ ଜାମିନ ମିଳିଛି । ତଦନ୍ତରେ ସହଯୋଗ ଏବଂ ବାହାରକୁ ନଯିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ଅକ୍ଟୋବର ୬ ତାରିଖରେ ଖଣ୍ଡଗିରି ଥାନା ପୋଲିସ ଅର୍ଚ୍ଚନାଙ୍କୁ ତାଙ୍କ ଘରୁ ଗିରଫ କରିଥିଲା । ଫିଲ୍ମ ପ୍ରଯୋଜନ ଅକ୍ଷୟ ପରିଜାଙ୍କୁ ଅର୍ଚ୍ଚନା ନାଗ ବ୍ଲାକମେଲିଂ କରିଥିବା ଥାନାରେ ଅଭିଯୋଗ ହୋଇଥିଲା ପରେ ଇଡି, ସିବିଆଇ ଓ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ପକ୍ଷରୁ ମାମଲା ରୁଜୁ କରାଯାଇ ଅର୍ଚ୍ଚନାଙ୍କୁ ବାରମ୍ବାର ଜେରା କରାଯାଇଛି । ଅର୍ଚ୍ଚନା ଗୋଟିଏ ମାମଲାରୁ ଜାମିନ ପାଇଥିଲେ ମଧ୍ୟ ତାଙ୍କ ବିରୋଧରେ ଆହୁରି ଅନେକ ମାମଲା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା