Masthead

ଖରା ପାଇଁ କାଲିଠୁ ସ୍କୁଲ ଛୁଟି

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ): ଖରା ପାଇଁ କାଲିଠୁ ସ୍କୁଲ ଛୁଟି । ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଜାପାନରୁ ଫେରି ଦିଲ୍ଲୀରେ ପହଁଚିବା ପରେ ଏହି ଘୋଷଣା କରିଛନ୍ତି । ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଗୁଡିକ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶ ଦେଇଛନ୍ତି । ସୁଚନାଯୋଗ୍ୟ କି, ଆସନ୍ତା ୩ ଦିନ ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ହିଟ ୱେଭ ଆଲର୍ଟ ଜାରି କରିଛି । ପାଣିପାଗ ବିଭାଗ କହିଛି ୩ ଦିନ ପ।ଇଁ କିଛି ଜିଲ୍ଲାରେ ପ୍ରଚଣ୍ଡ ଖରା ଅନୁଭୂତ ହେବ । ୧୩, ୧୪ ଓ ୧୫ ତାରିଖରେ ହିଟ ୱେଭ ପାଇଁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।

ଏହି ସମୟ ମଧ୍ୟରେ ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ଆଗାମୀ ୪ ଦିନ ମଧ୍ୟରେ ଦିନ ତାପମାତ୍ରା ୩ରୁ ୪ ଡିଗ୍ରୀ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେଣୁ ସ୍ଥିତିକୁ ଆଖି ଆଗରେ ରାଜ୍ୟ ସରକାର ସ୍କୁଲ ଛୁଟିର ନିଷ୍ପତ୍ତି ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି