Masthead

୯୫% କମିଛି ମ୍ୟାଲେରିଆ ରୋଗୀଙ୍କ ସଂଖ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମ୍ୟାଲେରିଆ ନିରାକରଣରେ ଓଡ଼ିଶା ଚାମ୍ପିଆନ । କେନ୍ଦ୍ର ପକ୍ଷରୁ ଓଡ଼ିଶାକୁ ପ୍ରସଂଶା ପତ୍ର ମିଳିଛି । ୨୪ ତରିଖ କେନ୍ଦ୍ର ସ୍ୱାସ୍ଥ୍ୟ ବିଭଗ ପକ୍ଷରୁ ହେଉଥିବା କନକ୍ଲେଭରେ ଓଡ଼ିଶା ବାଣ୍ଟିବ ତାର ମ୍ୟଲେରିଆ ନିୟନ୍ତ୍ରଣ କରିବାର ସଫଳତା ମନ୍ତ୍ର । ଏଥିରେ ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ଗେଷ୍ଟ ଅଫ ଅନର ଭାବେ ଯୋଗ ଦେବେ ରାଜ୍ୟ ସରକାର କେମିତି ମ୍ୟାଲେରିଆ ନିୟନ୍ତ୍ରଣ କରିଛନ୍ତି ତାର ମନ୍ତ୍ର ସବୁ ରାଜ୍ୟ ଆଗରେ ରଖିବେ ।

୨୦୧୬ରେ ସାଢେ ୪ଲକ୍ଷ ୪୪ହଜାର ୮୪୨ରୋଗୀ ଚିହ୍ନଟ ହୋଇଥିଲେ । ବର୍ତ୍ତମାନ ୨୫ ହଜାରକୁ ଖସି ଆସିଛି । ମ୍ୟାଲେରିଆ ରୋଗୀଙ୍କ ସଂଖ୍ୟା ୯୫ ପ୍ରତିଶତ କମିଛି । ରାଜ୍ୟ କ୍ୟାଟେଗୋରି ୩ରୁ କ୍ୟାଟେଗୋରି ୨ ଆସିଥିବା କହିଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର