Masthead

ତାତିରୁ ନାହିଁ ନିସ୍ତାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରୁ ନାହିଁ ନିସ୍ତାର । ରାଜଧାନୀବାସୀ ତାତି ଯୋଗୁଁ ହନ୍ତସନ୍ତ ହେଉଛନ୍ତି । ଗତ ଦୁଇ ଦିନ ଭଳି ବୁଧବାର ବି ରାଜଧାନୀରେ ସକାଳୁ ସକାଳୁ ଆରମ୍ଭ ହୋଇଯାଇଛି ତାତି । ବୁଧବାର ସକାଳ ୧୧.୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୮ ଡିଗ୍ରୀରେ ପହଞ୍ଚିଛି । ସେହିପରି ଝାରସୁଗୁଡା ୩୮.୬ ଡ଼ିଗ୍ରୀ , ଚାନ୍ଦବାଲି ୩୮.୪ ଡ଼ିଗ୍ରୀ , ବାଲେଶ୍ୱର ୩୮.୨ ଡ଼ିଗ୍ରୀ , ପୁରୀ ୩୮ ଡ଼ିଗ୍ରୀ, ସମ୍ବଲପୁର ୩୭.୮ ଡ଼ିଗ୍ରୀ, ହୀରାକୁଦ ୩୭.୬ ଡ଼ିଗ୍ରୀ, ଗୋପାଳପୁର ୩୭.୪ ଡ଼ିଗ୍ରୀ , କେନ୍ଦୁଝର ୩୭ ଡ଼ିଗ୍ରୀ , ପାରାଦ୍ୱୀପରେ ୩୪.୨ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ