Masthead

ପରଲୋକରେ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରାର ଚେୟାରମ୍ୟାନ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତର ସର୍ବ ପୁରାତନ ବିଲିୟନିୟର ତଥା ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରାର ଚେୟାରମ୍ୟାନ୍ ଏମିରିଟସ୍ କେଶବ ମହିନ୍ଦ୍ରାଙ୍କ ପରଲୋକ । ମୃତ୍ୟୁବେଳେକୁ ତାଙ୍କୁ ୯୯ ବର୍ଷ ହୋଇଥିଲା । ସେ ୧୯୬୨ ରୁ ୨୦୧୨ ପର୍ଯ୍ୟନ୍ତ ୪୮ ବର୍ଷ ଧରି ମହିନ୍ଦ୍ରା ଏବଂ ମହିନ୍ଦ୍ରା ଗ୍ରୁପର ଚେୟାରମ୍ୟାନ ଥିଲେ। ବର୍ତ୍ତମାନ ତାଙ୍କ ପୁତୁରା ଆନନ୍ଦ ମହିନ୍ଦ୍ରା ଏହି ପୋଷ୍ଟରେ ଅଛନ୍ତି। ସମ୍ପ୍ରତି, ଫୋର୍ବସ ତାଙ୍କୁ ଭାରତର ସର୍ବ ପୁରାତନ ବିଲିୟନେୟାର ଭାବରେ ନାମିତ କରିଛି । ଯାହାଙ୍କର ସମ୍ପତ୍ତି ୧.୨ ବିଲିୟନ ଡଲାର ଅଟେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା