Masthead

ସଲମାନଙ୍କୁ ମିଳିଲା ଆଶ୍ୱସ୍ତି

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବମ୍ବେ ହାଇକୋର୍ଟ ପକ୍ଷରୁ ସଲମାନ ଖାଁଙ୍କୁ ମିଳିଛି ବଡ ଆଶ୍ୱସ୍ତି । ଅଭିନେତାଙ୍କ ବିରୋଧରେ ୨୦୧୯ରେ ହୋଇଥିବା ଏକ ମାମଲାକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି । ଏହାସହ ତାଙ୍କୁ ସମସ୍ତ ଅଭିଯୋଗରୁ ମୁକ୍ତ କରି ଦେଇଛନ୍ତି। କିସି କା ଭାଇ କିସି କା ଜାନ ଆକ୍ଟରଙ୍କ ବିରୋଧରେ ଦାଖଲ ହୋଇଥିବା ଅପରାଧିକ ମାମଲାକୁ ବନ୍ଦ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ, ସଲମାନଙ୍କ ବିରୋଧରେ ୨୦୧୯ରେ ଜଣେ ଖବରଦାତା ଅଶୋକ ପାଣ୍ଡେ ଡରାଇବା ଓ ଧମକାଇବା ଅଭିଯୋଗ ସହ ମାମଲା ଦାୟର କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ