Masthead

ଝାରସୁଗୁଡ଼ାରେ ହେବ ଜୋରଦାର ଫାଇଟ, ଟଙ୍କଧର ହେଲେ ବିଜେପି ପ୍ରାର୍ଥୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ଟଙ୍କଧର ତ୍ରିପାଠୀଙ୍କ ନାଁରେ ଦଳ ମୋହର ମାରିଛି । ଏବିଭିପିରୁ କାର୍ୟ୍ୟ ଆରମ୍ଭ କରିଥିଲେ ଟଙ୍କଧର । ପରେ ତାଙ୍କୁ ଭାରତୀୟ ଯୁବ ମୋର୍ଚ୍ଚାର ଦାୟୀତ୍ୱ ଦିଆଯାଇଥିଲା । ଏବେ ତାଙ୍କୁ ଦଳ ପ୍ରାର୍ଥୀ କରିଛି । ବିଜେଡିରୁ ଦୀପାଲି ଦାସ, କଂଗ୍ରେସରୁ ତରୁଣ ପାଣ୍ଡେଙ୍କ ମଧ୍ୟରେ ହେବ ଜୋରଦାର ଲଢେଇ ।

ନାମାଙ୍କନ ଦାଖଲର ଶେଷ ତାରିଖ ଏପ୍ରିଲ ୨୦ ରହିଥିବା ବେଳେ ୧୮ରେ ନାମାଙ୍କନ ଭରିବେ ଦୀପାଲି ଦାସ । ଏବଂ ୧୫ରେ ନାମାଙ୍କନ ଭରିବେ ତରୁଣ ପାଣ୍ଡେ । ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି ୨୪ ଏପ୍ରିଲ । ମେ ୧୦ରେ ଝାରସୁଗୁଡ଼ାରେ ହେବ ଉପନିର୍ବାଚନ । ୧୩ରେ ବାହାରିବ ଫଳାଫଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ