Masthead

ଜଳୁଛି ଓଡ଼ିଶା, ୪ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜଳୁଛି ଉତ୍ତର ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶା । ଆଜିଠୁ ରାଜ୍ୟରେ ଆହୁରି ବଢିବ ତାତି । ଏଥିପାଇଁ ୪ଟି ଜିଲ୍ଲା ବାଲେଶ୍ୱର, ମୟୁରଭଞ୍ଜ, ସୁନ୍ଦରଗଡ ଏବଂ କେନ୍ଦୁଝରକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୪ ତାରିଖରେ ୮ଟି ଜିଲ୍ଲା ଏବଂ ୧୫ ତାରିଖରେ ୯ ଜିଲ୍ଲାକୁ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ସତର୍କତା ଜାରି କରାଯାଇଛି । ସେହିଭଳି ଉପକୂଳ ଓଡ଼ିଶାର ଖୋର୍ଦ୍ଧା, ପୁରୀ, ନୟାଗଡ, ଜଗତସିଂହପୁର, ଯାଜପୁର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାରେ ମଧ୍ୟ ତାତି ୪୦ ଡିଗ୍ରୀ ଅତିକ୍ରମ କରିବ ।

ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପିକ୍ ଆୱାର ଘୋଷଣା କରିଛି ପାଣିପାଗ କେନ୍ଦ୍ର । ଜରୁରୀ କାମ ନଥିଲେ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି । ଅନ୍ୟପଟେ ୧୬ ତାରିଖରେ ପାଗରେ ପରିବର୍ତ୍ତନ ହେବା ସହ ରାଜ୍ୟର କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ