ଛେଳି ବ୍ୟବସାୟୀ ଠାରୁ ଲୁଟିଲେ ୯ ଲକ୍ଷ

କୋଇଡ଼ା (ବଡ଼ ଖବର ବ୍ୟୁରୋ):  ସୁନ୍ଦରଗଡ଼ ଲେଫ୍ରିପଡା ଥାନା ଛଟେନପାଳି ତାରିଣୀ ମନ୍ଦିର ନିକଟରେ ଗୁଳିକାଣ୍ଡ । ଜଣେ ଛେଳି ବ୍ୟବସାୟୀ ମୃତ । ଛେଳି ବେପାରୀଙ୍କ ଠାରୁ ୯ ଲକ୍ଷ ଟଙ୍କା ଲୁଟ । ବେପାରୀ ଜଣକ ହେଲେ ଝାରସୁଗୁଡା ତାଳମୁଣ୍ଡା ଗାଁର ପ୍ରଭାତ ନାଏକ । ପ୍ରଭାତ ଗୁଣ୍ଡିଆଡ଼ିହି ହାଣିପାନୀ ବଜାରକୁ ଛେଳି କିଣିବା ପାଇଁ ଯାଉଥିବା ସମୟରେ ହୋଇଥିଲା ଏହି ଅଘଟଣ । ବାଇକରେ ୩ ଜଣ ଆସି ଛେଳି ବେପାରୀଙ୍କ ଉପରେ ଗୁଳିକାଣ୍ଡ କରି ଟଙ୍କା ଲୁଟି ଫେରାର ହୋଇଯାଇଛନ୍ତି । ଘଟଣାସ୍ଥଳରେ ଲେଫ୍ରିପଡା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ଝଡବର୍ଷା ସମ୍ଭାବନା, ଆଲର୍ଟ ଜାରି 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ଝଡବର୍ଷା ସମ୍ଭାବନା, ଆଲର୍ଟ ଜାରି 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ