Masthead

ରାହୁଲଙ୍କ ବିରୋଧରେ ମାନହାନି ମକଦ୍ଦମା ରୁଜୁ କଲେ ସାବରକରଙ୍କ ନାତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପୁଣି ବଢିଲା ଅଡୁଆ । ହିନ୍ଦୁତ୍ୱ ବିଚାରକ ବିନାୟକ ଦାମୋଦର ସାବରକରଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଥିବା ରାହୁଲ ଗାନ୍ଧୀଙ୍କ ବିରୋଧରେ ଅପରାଧିକ ମାନହାନି ମକଦ୍ଦମା ଦାୟର କରିଛନ୍ତି ସାବରକରଙ୍କ ନାତି। ବିଭିନ୍ନ ସାର୍ବଜନୀନ କାର୍ଯ୍ୟକ୍ରମରେ ରାହୁଲ ସାବରକରଙ୍କୁ ଅପମାନିତ କରୁଥିବା ଅଭିଯୋଗ ନେଇ ମାମଲା ରୁଜୁ କରିଛନ୍ତି। ସାବରକର ନାତି ସତ୍ୟକି ସାବରକର କହିଛନ୍ତି ଯେ ତାଙ୍କ ଓକିଲମାନେ ଆଇପିସି ର ଧାରା ୪୯୯ ଏବଂ ୫୦୦ ଅନୁଯାୟୀ ଅଭିଯୋଗ ସହ କୋର୍ଟରେ ପହଞ୍ଚିଥିଲେ। ହେଲେ କୋର୍ଟର ଅଧିକାରୀମାନେ ଅନୁପସ୍ଥିତ ଥିବାରୁ ଶନିବାର ପୁନର୍ବାର ଆସିବାକୁ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା