Masthead

୨୪ ନିର୍ବାଚନ ଲଢ଼ିବିନି, ରାଜନୀତିରେ ରହିବି: ନରସିଂହ ମିଶ୍ର

ବଲାଙ୍ଗୀର(ବଡ଼ ଖବର ବ୍ୟୁରୋ): ୨୦୨୪ରେ ନିର୍ବାଚନ ଲଢିବେନି ନରସିଂହ ମିଶ୍ର । ସ୍ୱାସ୍ଥ୍ୟଗତ କାରଣରୁ ନିର୍ବାଚନ ଲଢିବି ନାହିଁଁ ବୋଲି କହିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ରାଜନୀତି ଛାଡ଼ିବିନ. ରାଜନୀତିରେ ସବୁଦିନ ରହିବି । କଂଗ୍ରେସ ଦଳ ବି ଛାଡ଼ିବିନି ବୋଲି କହିଛନ୍ତି ନରସିଂହ । ଲୋକେ ଯଦି ଚାହିଁବେ ଲୋକଙ୍କୁ ବୁଝାଇବି । ପରିବାରରୁ କିଏ ନିର୍ବାଚନ ଲଢିବେ କି ନାହିଁ ପ୍ରଶ୍ନର ଉତ୍ତରରେ କହିଛନ୍ତି ତାହା ଦଳ ଉପରେ ନିର୍ଭର କରେ ଏବଂ ଯିଏ ଲଢିବ ସେଇଟା ତାଙ୍କ ବ୍ୟକ୍ତିଗତ ମତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର