Masthead

ସନ୍ତୋଷ ଟ୍ରେଡିଂ କମ୍ପାନୀରେ ଜିଏସଟି ରେଡ୍

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ସନ୍ତୋଷ ଟ୍ରେଡିଂ କମ୍ପାନୀରେ ରେଡ । ଅନୁଗୁଳ ତୁରଙ୍ଗ ଛକରେ ଥିବା ସନ୍ତୋଷ ଟ୍ରେଡିଂ କମ୍ପାନୀରେ ଜିଏସଟି ରେଡ ଚାଲିଛି । ଜିଏସଟିଏ ଏକ ୮ ଜଣିଆ ଟିମ୍ ଚଢାଉ କରିଛି । ଆସିଷ୍ଟାଣ୍ଡ ଆଡିସନାଲ ଡାଇରେକ୍ଟର ଓମ୍ ପ୍ରକାଶ ନାୟକଙ୍କ ନେତୃତ୍ୱରେ ଏହି ଚଢାଉ କରାଯାଇଥିଲା । ପ୍ରାୟ ଦୁଇ ଗାଡି ରେ ଆସି ଏହି ରେଡ୍ କରୁଥିଲେ । ସନ୍ତୋଷ ଟ୍ରେଡିଂ କମ୍ପାନିର ମାଲିକ ହେଉଛନ୍ତି ବିକାଶ ବାଗିଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର