Masthead

ଏଲଓସିରେ ଡ୍ରୋନ ଖସାଇଲେ ସୁରକ୍ଷାକର୍ମୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏଲଓସିର ବେରୀ ପଟନ ଓ ସିଓଟ ଅଞ୍ଚଳରେ ଉଡୁଥିବା ସନ୍ଦିଗ୍ଧ ଡ୍ରୋନକୁ ଖସାଇଛନ୍ତି ସୁରକ୍ଷାକର୍ମୀ । ଏଲଓସିରେ ଉତ୍ତେଜନା ପାଇଁ ଚକ୍ରାନ୍ତ୍ର କରୁଛି ପାକ୍ । ଜମ୍ମୁ-କାଶ୍ମୀରର ରଜୌରୀ ଜିଲ୍ଲା ବେରୀ ପଟନ ଓ ସିଓଟ ଅଞ୍ଚଳରେ ଉଡୁଥିବା ସନ୍ଦିଗ୍ଧ ଡ୍ରୋନକୁ ଖସାଇଛନ୍ତି ସୁରକ୍ଷାକର୍ମୀ । ଡ୍ରୋନରୁ ୫ଟି ଲୋଡେଡ ମାଗାଜିନ, ଟଙ୍କା ଓ କିଛି ପ୍ୟାକେଟ ଜବତ ହୋଇଛି ।

ସୀମାଞ୍ଚଳରେ କିଛି ସନ୍ଦିଗ୍ଧ ବସ୍ତୁ ଉଡୁଥିବା ଜଣାପଡ଼ିବା ପରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । ଏବେବି ଆଖପାଖ ଗାଁରେ ସୁରକ୍ଷାକର୍ମୀ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି ବୋଲି ସେନା କହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ