Masthead

ଗୋଟିଏ ଦିନରେ ୬ଲକ୍ଷରୁ ଅଧିକ ସଂକ୍ରମିତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତରେ କରୋନା ଭାଇରସ ସଂକ୍ରମଣର ମୋଟ ମାମଲା ୭୧ ଲକ୍ଷ ଅତିକ୍ରମ କରିଛି । ଦେଶରେ ସଂକ୍ରମିତ ଲୋକଙ୍କ ସୁସ୍ଥ ହାର ୮୬.୧୭ ପ୍ରତିଶତ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୬,୭୩୨ ନୂତନ ମାମଲା ରିପୋର୍ଟ ହୋଇଛି। କରୋନା ଭୂତାଣୁ ଯୋଗୁଁ ୮୧୬ ଜଣଙ୍କର ମୃତ୍ୟୁ ହୋଇଛି। ସକ୍ରିୟ ମାମଲା ସଂଖ୍ୟା ହେଉଛି ୮,୬୧,୮୫୩ ରହିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ଦ୍ୱାରା ସୋମବାର ସକାଳେ ପ୍ରକାଶିତ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୬,୭୩୨ ନୂତନ ସଂକ୍ରମଣର ରିପୋର୍ଟ ହେବା ପରେ ମୋଟ ସଂକ୍ରମଣର ସଂଖ୍ୟା ୭୧,୨୦,୫୩୯ କୁ ବୃଦ୍ଧି ପାଇଛି ସେହିପରି ୮୧୬ ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ ସଂଖ୍ୟା ୧,୦୯,୧୫୦ରେ ପହଞ୍ଚିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ