Masthead

ଆସନ୍ତାକାଲି ନବବର୍ଷ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆସନ୍ତାକାଲି ନବବର୍ଷ । ମହାବିଷୁବ ସଂକ୍ରାନ୍ତି ବା ପଣାସଂକ୍ରାନ୍ତି ପାଇଁ ଉସôବମୁଖର ଓଡ଼ିଶା । ଦେବାଳୟମାନଙ୍କରେ ହୋଇଛି ସ୍ୱତନ୍ତ୍ର ପ୍ରସ୍ତୁତି । ଏହାସହ ଘରେ ଘରେ ଓଡ଼ିଆ ସଂସ୍କୃତି ଅନୁଯାୟୀ ପୂଜାର୍ଚ୍ଚନା ହୋଇଥାଏ । ବିଭିନ୍ନ ସ୍ଥାନରେ ପଣା ବଣ୍ଟନ କରାଯାଏ । ଶ୍ରୀମନ୍ଦିର ଠୁ ନେଇ ଘଟଗାଁ ତାରିଣୀ ଯାଏଁ ଭକ୍ତ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା