Masthead

ରାଜ୍ୟ ସରକାରଙ୍କ ଦୟାରେ ମୁଁ ସାଂସଦ ହୋଇନି : ସାଂସଦ ଅପରାଜିତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମକୁ ସାଂସଦ ଅପରାଜିତାଙ୍କୁ ନିମନ୍ତ୍ରଣ କରାନଯିବାକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ଅପରାଜିତା ଷଡଙ୍ଗୀ । ଅପରାଜିତା କହିଛନ୍ତି ରାଜ୍ୟ ସରକାରଙ୍କ ଦୟାରେ ମୁଁ ସାଂସଦ ହୋଇନି । ଲୋକମାନେ ମୋତେ ନିର୍ବାଚିତ କରିଛନ୍ତି । ସାମ୍ବିଧାନିକ ପଦବୀର ଅପମାନ ହୋଇଛି । ଆଗାମୀ ଦିନରେ ମୁଁ ଆଇନର ସାହାଯ୍ୟ ନେବି । ପୂର୍ବ ବର୍ଷ ମଧ୍ୟ ହୋଇଥିଲା, ମୁଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲି ।

ସେପଟେ ଏହି ପ୍ରସଙ୍ଗକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା । ସେ କହିଛନ୍ତି, ସାଂସଦ ଗତଥର କହିଥିଲେ ମନ୍ତ୍ରୀ କ୍ଷମା ମାଗନ୍ତୁ, ହେଲେ ମୁଁ କଣ ପାଇଁ କ୍ଷମା ମାଗିବି । ମୁଁ ପ୍ରତିଷ୍ଠା ଦିବସର ଆୟୋଜକ କି ସୋଂଜକ ନଥିଲି । ମିଡିଆକୁ ବିଭ୍ରାନ୍ତ କରିବା ପାଇଁ ସାଂସଦ ଏହି ସବୁ କଥା କହିଛନ୍ତି । ସାଂସଦ ନାଁକୁ ନେଇ ମୋତେ କାହିଁକି ପ୍ରଶ୍ନ କରାଯାଉଛି ବୋଲି କହିଛନ୍ତି ଅଶୋକ ପଣ୍ଡା । ସେ ଆହୁରି ମଧ୍ୟ କହିଛନ୍ତି ଆଇଗଣିଆ ଅଶୋକ ପଣ୍ଡା ଏରିଆ ହେଲେ ମଧ୍ୟ ମୋ ନାଁ କେଉଁଠି ମଧ୍ୟ ନାହିଁ । କିନ୍ତୁ ସାଂସଦଙ୍କ ବୋର୍ଡ ମରାଯାଇଛି । ମୁଁ କହିବାକୁ ଗଲେ ବହୁତ କଥା ବାହାରିବ । ମୋତେ ପ୍ରୋଭକ କରନ୍ତୁ ନାହିଁ । ବିକାଶକୁ ସ୍ୱାଗତ କରନ୍ତୁ ସାଂସଦ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ