Masthead

ସାବଧାନ, ମୋବାଇଲ୍ ସ୍କ୍ରିନରେ କରୋନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅଷ୍ଟ୍ରେଲିଆର ନ୍ୟାସନାଲ ସାଇନ୍ସ ଏଜେନ୍ସି ଅଧୀନରେ ଥିବା କମନ୍ ୱେଲଥ ସାଇଣ୍ଟିଫିକ୍ ଆଣ୍ଡ ଇଣ୍ଡଷ୍ଟ୍ରିଆ ରିସର୍ଚ୍ଚ ଅର୍ଗାନାଇଜେସନ୍ ବୈଜ୍ଞାନିକମାନେ ଗବେଷଣାରୁ ଜାଣିପାରିଛନ୍ତି ଯେ କରୋନା ଭୂତାଣୁ ସାର୍ସ-ସିଓଭି-୨ମୋବାଇଲ୍ ସ୍କ୍ରିନ୍, ବ୍ୟାଙ୍କ ନୋଟ୍, ଗ୍ଲାସ୍, ଇସ୍ପାତ ଭଳି ପୃଷ୍ଠ ଉପରେ ୨୮ଦିନ ପର୍ଯ୍ୟନ୍ତ ସକ୍ରିୟ ରହିଥାଏ । କାଗଜ ନୋଟ୍ ରେ ଏହି ଭୂତାଣୁ ଦୀର୍ଘଦିନ ସକ୍ରିୟ ରହିଥାନ୍ତି । ତେଣୁ ଏହିସବୁ ପୃଷ୍ଠକୁ ନିୟମିତ ବିଶୋଧନ କରାଯିବା ଦରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼