Masthead

ପଣାସଂକ୍ରାନ୍ତି, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପଣାସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି । ଆଜି ମହାବୀର ଜୟନ୍ତୀ ମଧ୍ୟ ପାଳନ କରାଯାଏ । ପଣାସଂକ୍ରାନ୍ତିରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ହୋଇଥାଏ । ସକାଳ ଧୂପ ନୀତି ପରେ ଦକ୍ଷିଣ ଘରେ ଥିବା ଶ୍ରୀହନୁମାନଙ୍କୁ ରତ୍ନ ସିଂହାସନକୁ ଅଣାଯାଇ ଆଜ୍ଞାମାଳ ପ୍ରଦାନ କରାଯାଏ । ପରେ ମୁକ୍ତିମଣ୍ଡପ ତଳେ ଥିବା ବିମାନରେ ବସାଇ ବିଜେ କରାଯାଏ । ବିମାନ ବଡ଼ୁ ସେବକ ଜଗନ୍ନାଥବହ୍ଲବ ମଠକୁ ନିଅନ୍ତି । ସବୁ ନୀତିକାନ୍ତି ସରିବା ପରେ ଶ୍ରୀହନୁମାନଙ୍କ ବାହୁଡ଼ା ବିଜେ କରି ଦେଉଳକୁ ଅଣାଯାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ