Masthead

ଚିନ୍ତା ବଢାଇଲା କରୋନା, ରାଜ୍ୟରେ ଗଲା ଜଣଙ୍କ ଜୀବନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚିନ୍ତା ବଢାଉଛି କରୋନା । ରାଜ୍ୟରେ ଦିନକରେ ୨୫୮ ପଜିଟିଭ ଚିହ୍ନଟ ହୋଇଥିବାବେଳ ଜଣଙ୍କ ମୃତୁ୍ୟ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୧୧୮୬କୁ ବୃଦ୍ଧି ହୋଇଛି । ଦିନକରେ ୧୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେପଟେ ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୧ ହଜାର ୧୦୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

କ୍ରମାଗତ ଭାବେ ୫ ଦିନ ଧରି ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ଦେଖିବାକୁ ମିଳିଛି । ତେବେ ଏହାକୁ ମିଶାଇ ଦେଶରେ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୯ ହଜାର ୬୨୨ ଛୁଇଁଛି । ସେହିପରି ଗତ ୨୪ ଘଣ୍ଟାରେ ଆଉ ୨୯ ଜଣ କୋଭିଡ ସଂକ୍ରମିତ ପ୍ରାଣ ହରାଇଛନ୍ତି । ସଂକ୍ରମଣ ବଢୁଥିବାରୁ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ସଜାଗ ରହିବାକୁ ପରାମର୍ଶ ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ