Masthead

ବଡସିଂହାର ବେଶରେ ଦର୍ଶନ ଦେବେ ବାବା

ଭଦ୍ରକ (ବଡ଼ ଖବର ବ୍ୟୁରୋ): ଆଖଣ୍ଡଳମଣିଙ୍କ ପୀଠରେ ବୈଶାଖୀବ୍ରତ ଆରମ୍ଭ । ଜଳଲାଗି ପାଇଁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ । ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ନବବର୍ଷ ଅବସରରେ ଆରଡିପୀଠ ବାବା ଆଖଣ୍ଡଳମଣିଙ୍କ ପାଖରେ ଜଳାଭିଷେକ କରିବା ସହ ଦର୍ଶନ ପାଇଁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ ଲାଗିଛି। ଶୃଙ୍ଖଳିତ ଜଳାଭିଷେକ ପାଇଁ ମନ୍ଦିର ଭିତରେ ଓ ବାହାରେ ଜିଲା ପ୍ରଶାସନ ଓ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ଭକ୍ତମାନେ ଧାଡିରେ ଆସି ବାବାଙ୍କୁ ଦର୍ଶନ କରିବା ସହ ଜଳ ଲାଗି କରୁଛନ୍ତି। ମଧ୍ୟାହ୍ନରେ ଯାଏ ଘର୍ଷଣ ଓ ପଣାଭୋଗ ଲାଗି କରାଯିବା । ଅପରାହ୍ନରେ ବଡସିଂହାର ବେଶରେ ଦର୍ଶନ ଦେବେ ବାବା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା