Masthead

ଆମ୍ବ ଚୋରି ପାଇଁ ଛୋଟ ପିଲାଙ୍କୁ ନିସ୍ତୁକ ମାଡ଼

ଭଦ୍ରକ (ବଡ଼ ଖବର ବ୍ୟୁରୋ): ବାଡିରୁ ଛୋଟ ଛୋଟ ପିଲା ଆମ୍ବ ଖାଇଲେ ବୋଲି ନିସ୍ତୁକ ପିଟିଲେ ମାଲିକ। ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଜଳଙ୍ଗା ମାର୍କେଟ ସାହି ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା । ମାର୍କେଟ ସାହି ଅଞ୍ଚଳର ୫ ଜଣ ଛୋଟ ପିଲା ଗାଁର ଜନୈକ ବ୍ୟକ୍ତିଙ୍କ ବାଡ଼ିରେ ଥିବା ଆମ୍ବ ଗଛରୁ ଆମ୍ବ ଖାଇବା ପାଇଁ ଯାଇଥିଲେ ।

କିନ୍ତୁ ଆମ୍ବ ତୋଳିବା ବେଳେ ଗଛ ମାଲିକଙ୍କ ହାବୁଡରେ ପଡିଯାଇଥିଲେ । ପରେ ମାଲିକ ୫ ଜଣ ପିଲାଙ୍କୁ ମାଡ଼ ମାରିଥିଲେ । ପିଲାମାନେ ଘରେ କହିବା ପରେ ଭଦ୍ରକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ପିଲାଙ୍କ ଦେହ ସାରା ମାଡ଼ ଚିହ୍ନ ରହିଛି । ଘଟଣାକୁ ନେଇ ଗ୍ରାମାଞ୍ଚଳ ପୋଲିସି ଜଣକୁ ଅଟକ ରଖôଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ