Masthead

ଅଲଗାଓବାଦୀ ଓ କଟରବାଦୀ ଚିନ୍ତାଧାରା ଚଳିବ ନାହିଁ: ଗିରିରାଜ ସିଂହ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସମ୍ବଲପୁର ହିଂସାକୁ ନିନ୍ଦା କଲେ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ। ଓଡ଼ିଶା ଭଳି ଶାନ୍ତ ଓ ସାଂସ୍କୃତିକ ରାଜ୍ୟରେ ଅଲଗାଓବାଦୀ ଓ କଟରବାଦୀ ଚିନ୍ତାଧାରା ଚଳିବ ନାହିଁ। ହନୁମାନ ଜୟନ୍ତୀ ଏବଂ ରାମ ନବମୀ ଶୋଭାଯାତ୍ରା ଉପରେ ପଥର ମାଡ଼ ଓଡ଼ିଶା ରେ କିମ୍ବା ଦେଶରେ ଏହା ଗ୍ରହଣୀୟ ନୁହେଁ। ଦୁଇଦିନିଆ ଓଡିଶା ଗସ୍ତରେ ଆସି ଏହି ମନ୍ତବ୍ୟ ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା