Masthead

ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କଲେ ସୋନିଆ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସର ପୂର୍ବତନ ସଭାପତି ସୋନିଆ ଗାନ୍ଧି । କହିଛନ୍ତି ଆଜି ସରକାର ଏକ ଅଭିଯାନ ଅଧୀନରେ ସାମ୍ବିଧାନିକ ଅନୁଷ୍ଠାନଗୁଡିକର ଅପବ୍ୟବହାର କରୁଛନ୍ତି ।

ମନେ ରଖିବାକୁ ହେବ ଯେ ଏକ ସମ୍ବିଧାନର ସଫଳତା ସେହିମାନଙ୍କ ଆଚରଣ ଉପରେ ନିର୍ଭର କରେ ଯେଉଁମାନଙ୍କୁ ଶାସନ ଦାୟିତ୍ୱ ଦିଆଯାଇଛି। ଆଜି ସରକାର ସାମ୍ବିଧାନିକ ଅନୁଷ୍ଠାନଗୁଡିକର ଅପବ୍ୟବହାର କରୁଛନ୍ତି ଏବଂ ଏହାକୁ ନଷ୍ଟ କରୁଛନ୍ତି। ଯାହାପାଇଁ ସ୍ୱାଧୀନତା, ସମାନତା, ଭ୍ରାତୃଭାବ ଏବଂ ନ୍ୟାୟର ମୂଳଦୁଆ କ୍ଷୁର୍ଣ୍ଣ ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା